Politics, Philosophy & Social Sciences      Social Sciences

Dui Dunia Majhire, Prachya O Paschatya

(0 reviews)
Condition
Quantity
(919 available)
Share
Book Details
Language
Oriya
Publishers
BLACK EAGLE BOOKS (28 May 2024)
Weight
0.36 KG
Publication Date
28/05/2024
ISBN-10
1645600866
Pages
280 pages
ISBN-13
9781645600862
Dimensions
13.97 x 1.6 x 21.59 cm
SKU
9781645600862
Author Name
Jitendra Nath Mohanty (Author)
Read More

Reviews & Ratings

out of 5.0
(0 reviews)
There have been no reviews for this product yet.
ଦୁଇ ଦୁନିଆ ମଝିରେ ସମସାମୟିକ ଜଣେ ଭାରତୀୟ ପ୍ରଖ୍ୟାତ ଦାର୍ଶନିକଙ୍କ ଦ୍ୱାରା ଲିଖିତ ଏକ ଚିତ୍ତାକର୍ଷକ ଆତ୍ମଜୀବନୀ । ଏହି ପୁସ୍ତକରେ ଦାର୍ଶନିକ ଶ୍ରୀ ଜିତେନ୍ଦ୍ରନାଥ ମହାନ୍ତି କଟକ ସହରରେ ତାଙ୍କର ବାଲ୍ୟଜୀବନ ସ୍ମୃତିଠାରୁ ଆରମ୍ଭ କରି ପରବର୍ତ୍ତୀ ସମୟରେ ଭାରତ, ଜର୍ମାନୀ ଏବଂ ଆମେରିକାରେ ନିଜର ଦାର୍ଶନିକ ଯାତ୍ରାକୁ ବେଶ୍ ମନୋଜ୍ଞ ଭାବରେ ବର୍ଣ୍ଣନା କରିଛନ୍ତି । ତାଙ୍କର ଏହି ବିଶ୍ୱ ଅଭିଯାନ କେବଳ ଆକ୍ଷରିକ ଭାବରେ ନୁହେଁ, ବରଂ ତାତ୍ତ୍ୱିକ ଦୃଷ୍ଟିରୁ 'ପ୍ରାଚ୍ୟ ଜଗତରୁ ପାଶ୍ଚାତ୍ୟ ଦୁନିଆ'କୁ ଏକ ପ୍ରଜ୍ଞାଯାତ୍ରା ବୋଲି କୁହାଯାଇପାରେ ଯାହାକୁ ସେ ତାଙ୍କର ଅନନ୍ୟ ବର୍ଣ୍ଣନା ଚାତୁରୀରେ କେତେବେଳେ ମହାନ ଭାରତୀୟ ଓ ପାଶ୍ଚାତ୍ୟ ଦାର୍ଶନିକ ପରମ୍ପରା ମଧ୍ୟରେ ସଙ୍ଗମ ତ ଆଉ କେତେବେଳେ ସଂଘାତ ଭାବେ ବଖାଣିଛନ୍ତି । ଏହି ପୁସ୍ତକରେ ସେ ଜନ୍ମମାଟି ଓଡ଼ିଶାର ଏକ ଅଖ୍ୟାତ ଗାଆଁରେ ନିଜର ଚେରକୁ ଖୋଜିଛନ୍ତି, କଲିକତା ଓ ଗେଟିଂଗେନ୍ (ଜର୍ମାନୀ) କିଭଳି ତାଙ୍କର ମନ ଓ ଚିନ୍ତନକୁ ଗଢ଼ିବାରେ ସହାୟକ ହୋଇଥିଲା ତାହା ବଖାଣିଛନ୍ତି । ପ୍ରାରମ୍ଭିକ ପର୍ଯ୍ୟାୟରେ ପାଶ୍ଚାତ୍ୟ ସାମାଜିକ ଓ ରାଜନୈତିକ ଭାବଧାରା ତଥା ଗାନ୍ଧିବାଦୀ ଚିନ୍ତାଧାରାକୁ ବୁଝିବା ଓ ତାହାକୁ ଆତ୍ମସ୍ଥ କରିବା ଅବସରରେ ଶ୍ରୀ ମହାନ୍ତି ନିଜ ସଂସ୍କୃତିକୁ ତନ୍ନତନ୍ନ କରି ତର୍ଜମା ଓ ମୂଲ୍ୟାୟନ କରିଛନ୍ତି । ଏହା ତାଙ୍କୁ ସୂକ୍ଷ୍ମ ଭାବରେ ଚେତାଇ ଦେଇଛି ଯେ ପାଶ୍ଚାତ୍ୟ ୟୁରୋପୀୟ ଏବଂ ଭାରତୀୟ ଚିନ୍ତନ ପରସ୍ପରକୁ ପରିମାର୍ଜିତ ଏବଂ ସହଯୋଗ କରୁଛନ୍ତି ।ଜଣେ ଦାର୍ଶନିକ ଭାବରେ ନିଜ ଜୀବନ ଓ କର୍ମକୁ ଟିକିନିଖି ଭାବରେ ବର୍ଣ୍ଣନା କରିବା ଅବସରରେ ଶ୍ରୀ ମହାନ୍ତି କେତେକ ପ୍ରଖ୍ୟାତ ଭାରତୀୟ ଓ ପାଶ୍ଚାତ୍ୟ ଦାର୍ଶନିକଙ୍କ ଉପରେ ଆଲୋକପାତ କରିଛନ୍ତି ଏବଂ ସେମାନଙ୍କ କଥା ସ୍ମରଣ କରିଛନ୍ତି । ଶ୍ରୀ ମହାନ୍ତିଙ୍କ ଜୀବନ ଓ କର୍ମ ସମ୍ପର୍କରେ ଆଗ୍ରହୀ ଦର୍ଶନ ଶାସ୍ତ୍ରର ଛାତ୍ରଛାତ୍ରୀ ଓ ଗବେଷକ ତଥା ସାଧାରଣ ପାଠକମାନେ ଏହି ଆତ୍ମଜୀବନୀରେ ଏକ ପ୍ରଗାଢ଼ ଚିନ୍ତାଶୀଳ ଓ କର୍ମମୟ ଜୀବନର ବର୍ଣ୍ଣନା ପାଇବେ ଯାହା ଅତୀବ ହୃଦୟସ୍ପର୍ଶୀ ଓ ମୁଗ୍ଧକର ।. .

Frequently Bought Products

Product Queries (0)

Login Or Registerto submit your questions to seller

Other Questions

No none asked to seller yet

Bookiyos Books Solutions - Quality Books, Unbeatable Prices

Bookiyos Books Solutions is your premier online bookstore offering a vast selection of over 5 crore books. Whether you're looking for the latest releases, timeless classics, or rare finds, we have something for every reader. Our platform serves customers worldwide, including the USA, UK, and Europe, with fast delivery and easy return policies to ensure a hassle-free shopping experience. Discover daily updates, exclusive deals, and a comprehensive collection of books that cater to all your reading needs. Shop with confidence at Bookiyos, where quality books and unbeatable prices meet.

Why Choose Bookiyos?

Extensive Inventory: New, old, and rare books available.
Fast Delivery: Same or next-day shipping.
Easy Returns: Hassle-free refund and return policies.
Global Reach: Serving customers in the USA, UK, Europe, and beyond.
Daily Updates: Thousands of new titles added every day.
Join our community of book lovers and start your literary journey with Bookiyos Books Solutions today!